Masthead

ଆଜି ଆସିପାରେ ବିଜେପିର ଦ୍ୱିତୀୟ ପ୍ରାର୍ଥୀ ତାଲିକା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଟିକେଟ କସରତ ଜୋରଦାର । ଆଜି ଆସିପାରେ ବିଜେପିର ଦ୍ୱିତୀୟ ପର୍ୟ୍ୟାୟ ପ୍ରାର୍ଥୀ ତାଲିକା । ମଧ୍ୟପ୍ରଦେଶ, ଗୁଜରାଟ, ମହାରାଷ୍ଟ୍ର, ହିମାଚଳ ପ୍ରଦେଶ, ତେଲେଙ୍ଗାନା ସମେତ ଅନ୍ୟ କିଛି ରାଜ୍ୟର ପାଖାପାଖି ୧୦୦ଟି ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିପାରେ ଦଳ । ସୋମବାର ଦିଲ୍ଲୀ ମୁଖ୍ୟାଳୟରେ ରାଷ୍ଟ୍ରୀୟ ବିଜେପି ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ବସିଥିବା କେନ୍ଦ୍ରୀୟ ନିର୍ବାଚନ କମିଟି ବୈଠକରେ ଏହି ସମସ୍ତ ନାଁ ଉପରେ ଚୂଡାନ୍ତ ମୋହର ମାରି ସାରିଥିବା ବେଳେ କେବଳ ଘୋଷଣା ବାକି ଅଛି ।

ପ୍ରଥମ ପର୍ଯ୍ୟାୟରେ ୧୯୫ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଥିଲା । ତେବେ ଦ୍ୱିତୀୟ ପର୍ଯ୍ୟାୟ ତାଲିକାରେ ୧୦୦ ଜଣ ପ୍ରାର୍ଥୀଙ୍କ ନାମ ଘୋଷଣା ହେବାର ସମ୍ଭାବନା ରହିଛି ।ବିହାର, ତାମିଲନାଡୁ ସମେତ ଓଡ଼ିଶା ପାଇଁ ପ୍ରାର୍ଥୀ ତାଲିକା ତୃତୀୟ ପର୍ଯ୍ୟାୟରେ ଘୋଷଣା କରାଯାଇପାରେ ବୋଲି ଚର୍ଚ୍ଚା ହେଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା 🔴 ଆଗକୁ ବଢ଼ିପାରେ ତାତି 🔴 ଭୁଲ୍‌ ଇଞ୍ଜେକ୍ସନ୍ ନେଲା ନାବାଳକର ଜୀବନ ! 🔴 ରତ୍ନଭଣ୍ଡାର ଗଣତି ମଣତି ସମୀକ୍ଷା, ଆଜି ବସିବ ବଡ଼ ବୈଠକ 🔴 ଦିବ୍ୟାଙ୍ଗଙ୍କ ସନ୍ଦହେଜନକ ମୃତ୍ୟୁ 🔴 ସମ୍ବଲପୁର ଜେଲରେ ପୁଲିସର ଚଢ଼ାଉ 🔴 କଲବଲ କରିବ କାଳବୈଶାଖୀ 🔴 ଏମିତି ବି ଆସେ ମୃତ୍ୟୁ 🔴 ଗ୍ରୀଷ୍ମ ଆରମ୍ଭରୁ ପାଣି ସଙ୍କଟ 🔴 ଟ୍ରମ୍ପ ଦେଖାଇଲେ ନାଲିଆଖି, ଏଥର ଟାର୍ଗେଟ ପାୱାର୍ ପ୍ଲାଣ୍ଟ 🔴 ୨ଦିନ କାଳବୈଶାଖି, ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା