Masthead

ଆଜିଠୁ ବିଜେପିର ‘ତ୍ରିରଙ୍ଗା ଯାତ୍ରା’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଜି ଦେଶବ୍ୟାପୀ ତ୍ରିରଙ୍ଗା ଶୋଭାଯାତ୍ରା । ତ୍ରିରଙ୍ଗା ଶୋଭାଯାତ୍ରା କରିବ ବିଜେପି । ଅପରେସନ ସିନ୍ଦୂର ସଫଳତାକୁ ନେଇ ହେବ ଶୋଭାଯାତ୍ରା । ମେ ୨୪ ତାରିଖ ଯାଏଁ ଚାଲିବ ତ୍ରିରଙ୍ଗା ଶୋଭାଯାତ୍ରା । ଏହି ଯାତ୍ରାରେ ଅପରେସନ ସିନ୍ଦୂରର ଉପଲବ୍ଧି ସମ୍ପର୍କରେ ସବୁ ଲୋକଙ୍କୁ ଅବଗତ କରାଯିବ । ଏହି ଅପରେସନ ମାଧ୍ୟମରେ ଭାରତ କିପରି ନିଜ ନାଗରିକଙ୍କ ସୁରକ୍ଷା ମଜଭୁତ କରିବା ସହ ଦେଶର ସ୍ବାଭିମାନକୁ ସୁରକ୍ଷିତ ରଖିଛି ସେନେଇ ଲୋକଙ୍କୁ ଜଣାଯିବ ।

ଦେଶର ବରିଷ୍ଠ ନେତା ଓ ମନ୍ତ୍ରୀମାନେ ତ୍ରିରଙ୍ଗା ଯାତ୍ରା ପରିଚାଳନା କରିବେ । ବିଭିନ୍ନ ସ୍ଥାନରେ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ କେନ୍ଦ୍ରମନ୍ତ୍ରୀ, ସାଂସଦ ଓ ନିର୍ବାଚିତ ପ୍ରତିନିଧି । ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଦ୍ୱାରା ଘୋଷିତ ଏହି ତ୍ରିରଙ୍ଗା ଯାତ୍ରାର ଉଦ୍ଦେଶ୍ୟ ଭାରତୀୟ ସେନାକୁ ସମ୍ମାନ ଦେବା ଓ ଅପରେସନ ସିନ୍ଦୂରର ସଫଳତା ବିଷୟରେ ଜଣାଇବା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା