Masthead

ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କଳା ପତାକା ପ୍ରଦର୍ଶନ

ପୁରୁଷୋତ୍ତମପୁର (ବଡ଼ ଖବର ବ୍ୟୁରୋ): ବିଜେପି ଯୁବମୋର୍ଚ୍ଚା ପକ୍ଷରୁ କଳା ପତାକା ପ୍ରଦର୍ଶନ ।ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି  ଘୁମୁସର ଜିଲ୍ଲାରେ । ସାଧାରଣଲୋକଙ୍କ ପାଇଁ ମା’ ତାରାତାରିଣୀଙ୍କ ମନ୍ଦିର ବନ୍ଦ ଥିଲା ବେଳେ ନେତା ମନ୍ତ୍ରୀଙ୍କ ପାଇଁ ଖୋଲା ରହିଛି । ଏହାକୁ ନେଇ ବିଜେପି ଯୁବମୋର୍ଚ୍ଚା ପକ୍ଷରୁ ଆସିଥିବା ବିଧାୟକ, ମନ୍ତ୍ରୀମାନଙ୍କୁ କଳା ପତାକା ପ୍ରଦର୍ଶନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ