Masthead

ଉତ୍କଳ ଦିବସକୁ ବିରୋଧ କରି କଳା ଦିବସ ପାଳନ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଉତ୍କଳ ଦିବସକୁ ବିରୋଧ କରି କଳା ଦିବସ ପାଳନ । ବଲାଙ୍ଗୀରରେ କଳା ଦିବସ ପାଳନ କଲା କୋଶଳ ସେନା । କଳା ପତାକା ଧରି ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କୋଶଳ ରାଜ୍ୟ ଗଠନ ଦାବି ନେଇ ଏମାନେ ଆନ୍ଦୋଳନ କରି ଆସୁଛନ୍ତି। ଏବଂ କୋଶଲଞ୍ଚଳକୁ ରାଜ୍ୟ ସରକାର ସବୁବେଳେ ଅବହେଳା କରି ଆସୁଥିବାର ଅଭିଯୋଗ ହୋଇଛି । ସେହିପରି ଦୀର୍ଘ ଦଶନ୍ଧି ଧରି ଏମାନେ ଅଲଗା କୋଶଳ ରାଜ୍ୟ ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି।

ତେବେ ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରୁଥିବା ବେଳେ ସମାନ ଭାବରେ ବଲାଙ୍ଗୀରରେ ଉତ୍କଳ ଦିବସକୁ ତୀବ୍ର ବିରୋଧ କରିଛି କୋଶଳ ସମନ୍ୱୟ ସମିତି। ଏବଂ ଏହି ଦିନକୁ କଳା ଦିବସ ଭାବରେ ଏମାନେ ପାଳନ କରୁଛନ୍ତି। ତେବେ ଏହି କ୍ରମରେ ଆଜି ବଲାଙ୍ଗୀର କୋଶଳ ସେନାର ସଭ୍ୟମାନେ ଶୋଭାଯାତ୍ରା କରିବା ସହ କଲା ପତାକା ଓ ପୋଷ୍ଟର ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ