Masthead

ଉତ୍କଳ ଦିବସକୁ ବିରୋଧ କରି କଳା ଦିବସ ପାଳନ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ଉତ୍କଳ ଦିବସକୁ ବିରୋଧ କରି କଳା ଦିବସ ପାଳନ । ବଲାଙ୍ଗୀରରେ କଳା ଦିବସ ପାଳନ କଲା କୋଶଳ ସେନା । କଳା ପତାକା ଧରି ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। କୋଶଳ ରାଜ୍ୟ ଗଠନ ଦାବି ନେଇ ଏମାନେ ଆନ୍ଦୋଳନ କରି ଆସୁଛନ୍ତି। ଏବଂ କୋଶଲଞ୍ଚଳକୁ ରାଜ୍ୟ ସରକାର ସବୁବେଳେ ଅବହେଳା କରି ଆସୁଥିବାର ଅଭିଯୋଗ ହୋଇଛି । ସେହିପରି ଦୀର୍ଘ ଦଶନ୍ଧି ଧରି ଏମାନେ ଅଲଗା କୋଶଳ ରାଜ୍ୟ ଦାବି ନେଇ ଆନ୍ଦୋଳନ ଜାରି ରଖିଛନ୍ତି।

ତେବେ ଆଜି ସାରା ରାଜ୍ୟରେ ଉତ୍କଳ ଦିବସ ପାଳନ କରୁଥିବା ବେଳେ ସମାନ ଭାବରେ ବଲାଙ୍ଗୀରରେ ଉତ୍କଳ ଦିବସକୁ ତୀବ୍ର ବିରୋଧ କରିଛି କୋଶଳ ସମନ୍ୱୟ ସମିତି। ଏବଂ ଏହି ଦିନକୁ କଳା ଦିବସ ଭାବରେ ଏମାନେ ପାଳନ କରୁଛନ୍ତି। ତେବେ ଏହି କ୍ରମରେ ଆଜି ବଲାଙ୍ଗୀର କୋଶଳ ସେନାର ସଭ୍ୟମାନେ ଶୋଭାଯାତ୍ରା କରିବା ସହ କଲା ପତାକା ଓ ପୋଷ୍ଟର ଧରି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ