Masthead

କଳା ପତାକା ଦେଖାଇ ଉତ୍କଳ ଦିବସକୁ ବିରୋଧ

ବଙ୍ଗୋମୁଣ୍ଡା (ବଡ଼ ଖବର ବ୍ୟୁରୋ):  ବଙ୍ଗୋମୁଣ୍ଡାରେ ଉତ୍କଳ ଦିବସକୁ ବିରୋଧ । କଳା ପତାକା ଦେଖାଇଲେ କୋଶଲ ଯୁବ ଶକ୍ତି ବଙ୍ଗୋମୁଣ୍ଡା ଓ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା । ଏହି ଦିବସକୁ ମଧ୍ୟ କଳା ଦିବସ ପାଳନ କରିଛନ୍ତି । କୋଶଲ ଯୁବ ଶକ୍ତି ବଙ୍ଗୋମୁଣ୍ଡା ଓ କୋଶଲ ରାଏଜ ମୁକ୍ତି ମୋର୍ଚ୍ଚା ସଂଗ୍ରାମୀ ବ୍ଲକ ନିକଟରୁ ଏକ ରାଲିରେ ବାହାରି ଆମ୍ବେଦକର ଛକ,ଚାରି ଛକରେ ବିଭିନ୍ନ ନାରାବାଜି ଦେଇ ପରିକ୍ରମା କରିଥିଲେ ।

କୋଶଲାଞ୍ଚଳ ପ୍ରତି ଅବହେଳା କରାଯାଉଥିବାବେଳେ କୋଶଲାଞ୍ଚଳରେ ଉତ୍କଳ ଦିବସକୁ ପାଳନ କରାଯିବ ନାହିଁ । କୋଶଲ ରାଜ୍ୟ ଦାବି କରାଯାଇଥିଲା । କଳା ପତାକା ଦେଖାଇ ଉତ୍କଳ ଦିବସକୁ ବିରୋଧ କରିଥିଲେ ଯୁବ କୋଶଲ ସଂଗ୍ରାମୀ। ଆଗାମୀ ଦିନରେ ଆନ୍ଦୋଳନ ତୀବ୍ର ହେବ ବୋଲି ଚେତାବନୀ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା