Masthead

ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଳାପତାକା

ମାଲକାନଗିରି (ବଡ଼ ଖବର ବ୍ୟୁରୋ): ମାଲକାନଗିରି ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀଙ୍କୁ କଳା ପତାକା । କଳା ପତାକା ଦେଖାଇଲେ ମାଲକାନଗିରି ଜିଲ୍ଲା ଯୁବ କଂଗ୍ରେସ କର୍ମୀ । ରୋହିତ ପୂଜାରୀଙ୍କ ଗାଡି ଯାଉଥିବା ବେଳେ ଗୋ ବ୍ୟାକ ଗୋ ବ୍ୟାକର ନାରା ଦେଇଥିଲେ କଂଗ୍ରେସ କର୍ମୀ ।ମାଲକାନଗିରି ମହାବିଦ୍ୟାଳୟର ବାର୍ଷିକ ଉତ୍ସବରେ ଯୋଗ ଦେବା ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମାଲକାନଗିରି ପହଞ୍ଚି ଥିବା ବେଳେ ଜିଲ୍ଲା ଯୁବ କଂଗ୍ରେସ ପକ୍ଷରୁ ଏଭଳି ପ୍ରତିବାଦ ଦେଖିବାକୁ ମିଳିଛି । ତେବେ ଏହି ଘଟଣାକୁ ନେଇ ଜିଲ୍ଲା କଂଗ୍ରେସ କିମ୍ବା ବିଜେଡି ଦଳ କୌଣସି ପ୍ରତିକ୍ରିୟା ରଖିନଥିବା ବେଳେ ପୋଲିସ ଘଟଣାର ତଦନ୍ତ କରୁଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ