Masthead

କେନ୍ଦ୍ରମନ୍ତ୍ରୀଙ୍କୁ କଳାପତାକା

ବରୀ (ବଡ଼ ଖବର ବ୍ୟୁରୋ):  କେନ୍ଦ୍ରମନ୍ତ୍ରୀଙ୍କୁ ବରୀ ଯୁବ କଂଗ୍ରେସର କଳା ପତାକା ପଦର୍ଶନ। ଆଜି କେନ୍ଦ୍ର ଆଦିବାସୀ କଲ୍ୟାଣ ଓ ବ୍ୟାପାର ମନ୍ତ୍ରୀ ଅର୍ଜୁନ ମୁଣ୍ଡାଙ୍କ ବରୀ ଗସ୍ତ ସମୟରେ ବରୀ ଯୁବ କଂଗ୍ରେସର ଅମରେଶ ପରିଡ଼ାଙ୍କ ସହ କିଛି ଯୁବକ ବରୀ ବରୁଆଁ ମୁଖ୍ୟ ରାସ୍ତା ଗାନ୍ଧୀଛକ ନିକଟରେ କଳା ପତାକା ଦେଖାଇଥିବାର ଦୃଶ୍ୟ ଦେଖିବାକୁ ମିଳିଛି।

ପୋଲିସର କଡା ନଜର ପରେ ମଧ୍ୟ ପୋଲିସ ଆଖିରେ ଧୂଳି ଦେଇ ଯୁବ କଂଗ୍ରେସ କଳା ପତାକା ଦେଖାଇବା ପୋଲିସ ପାଇଁ ଚ୍ୟାଲେଞ୍ଜ ସୃଷ୍ଟି କରିଛି। ଦୁଇ ଦିନିଆ ଯାଜପୁର ଗସ୍ତରେ ଥିବା କେନ୍ଦ୍ରମନ୍ତ୍ରୀ  ଅର୍ଜୁନ ମୁଣ୍ଡାଙ୍କ ଆଜି ଥିଲା ବରୀ ନିର୍ବାଚନ ମଣ୍ଡଳୀ ଗସ୍ତ। କଳା ପତାକା ଦେଖାଉଥିବା ଯୁବକଙ୍କୁ କାବୁ କରିବାକୁ ପୋଲିସ ଯାଇଥିଲେ ମଧ୍ୟ କଂଗ୍ରେସକର୍ମୀମାନେ ଦୌଡ଼ି ପଳାଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା