Masthead

ପଖତୁନଖ୍ୱା ପୋଲିସ ଷ୍ଟେସନରେ ବିସ୍ଫୋରଣ, ୧୨ ମୃତ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ପୁଣି ବିସ୍ଫୋରଣରେ ଥରି ଉଠିଛି ପାକିସ୍ତାନ । ପାକିସ୍ତାନର ଉତ୍ତର-ପଶ୍ଚିମ ଖାଇବର ପଖତୁନଖ୍ୱା ପ୍ରଦେଶର ଏକ ପୋଲିସ୍ ଷ୍ଟେସନ ସୋମବାର ଆତ୍ମଘାତୀ ଆକ୍ରମଣ ହୋଇଛି।

ଏଥିରେ ୧୨ ଜଣ ପୋଲିସ କର୍ମଚାରୀ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫୦ରୁ ଅଧିକ ଆହତ ହୋଇଛନ୍ତି। ଆତଙ୍କବାଦ ନିରୋଧୀ ବିଭାଗର ପୋଲିସ୍ ଷ୍ଟେସନ ଭିତରେ ଗୋଟିଏ ପରେ ଗୋଟିଏ ବୋମା ବିସ୍ଫୋରଣ ଘଟିଥିଲା ।

ଆଉ ଏହି ଦୁଇଟି ବଡ଼ ଧରଣର ବିସ୍ଫୋଣରେ ପୁରା କୋଠାକୁ ନଷ୍ଟ କରିଦେଇଛି । ଆହତଙ୍କୁ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି । ଖାଇବର ପଖତୁନଖ୍ୱା ଇନ୍ସପେକ୍ଟର ଜେନେରାଲ ଅଖତର ହୟତ ଖାନ କହିଛନ୍ତି,ସମଗ୍ର ପ୍ରଦେଶରେ ସୁରକ୍ଷା ଅଧିକାରୀମାନେ ହାଇ ଆଲର୍ଟରେ ଅଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ