Masthead

ଗୋଳାବାରୁଦ କାରଖାନାରେ ଭୟଙ୍କର ବିସ୍ଫୋରଣ

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗୀର ଜିଲ୍ଲା ବଡ଼ମାଳ ଗୋଳାବାରୁଦ କାରଖାନାରେ ବଡ଼ ଧରଣର ବିସ୍ଫୋରଣ । ଏଥିରେ ମୃତାହତ ନେଇ କୌଣସି ସୂଚନା ମିଳିନି। ଏହି ବିସ୍ଫୋରଣ କାରଖାନାର ୧୨ନମ୍ବର ମେଗାଜିନ୍‌ରେ ଘଟିଥିବା ସୂଚନା ମିଳିଛି।

 

ବିସ୍ଫୋରଣର କାରଣ ଜଣାପଡି ନ ଥିବା ବେଳେ କେତେ କ୍ଷୟକ୍ଷତି ଘଟିଛି ତାହାରି ମଧ୍ୟ ସୂଚନା ମିଳିପାରି ନାହିଁ। ତେବେ ବିସ୍ଫୋରଣ ପରେ ଗୋଳାବାରୁଦ କାରଖାନା ଭିତରକୁ ଆମ୍ୱୁଲାନ୍ସ ଓ ଅଗ୍ନିଶମ ଗାଡ଼ି ଯାଇଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି ।ଏପରିକି ଗୋଳାବାରୁଦ କାରଖାନା କର୍ତ୍ତୃପକ୍ଷଙ୍କ ପକ୍ଷରୁ ମଧ୍ୟ କୌଣସି ସୂଚନା ଦିଆଯାଇ ନାହିଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି