Masthead

ପାକିସ୍ତାନରେ ବିସ୍ଫୋରଣ, ମୃତ୍ୟୁ ସଂଖ୍ୟା ୪୪କୁ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ବିସ୍ଫୋରଣ । ମୃତ୍ୟୁ ସଂଖ୍ୟା ୪୪କୁ ବୃଦ୍ଧି । ବିସ୍ଫୋରଣରେ ୧୫୦ରୁ ଅଧିକ ଆହତ ହୋଇ ମେଡିକାଲରେ ଭର୍ତ୍ତି । ବିସ୍ଫୋରଣ ପଛରେ ଆଇଏସ୍‌ର ସଂପୃକ୍ତି ଥିବା ସନ୍ଦେହ । ଏକ ରାଲି ଚାଲିଥିଲା ବେଳେ ଆତ୍ମଘାତୀ ବିସ୍ଫୋରଣ ହୋଇଥିଲା । ଖାଇବର ପକଟୁଙ୍ଖୱା ପ୍ରୋଭିନ୍ସର ବଉଜର ଖାରରେ ଏକ ଶୋଭାଯାତ୍ରା ଚାଲିଥିବାବେଳେ ବିସ୍ଫୋରଣ ଘଟିଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ପେଶାୱାର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଜାମିୟତ ଉଲେମା ଇସଲାମ ଫଜଲ ପାର୍ଟିର ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ୪୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜାମିୟତ ଉଲେମା ଇସଲାମ ଫଜଲର ଜଣେ ବଡ଼ ନେତା ମୌଲାନା ଜିଆଉହ୍ଲାଙ୍କ ମଧ୍ୟ ମୃତ୍ୟୁ ହୋଇଛି । ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନର ହାତ ଥାଇପାରେ ବୋଲି ପାର୍ଟି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ