Masthead

ପାକିସ୍ତାନରେ ବିସ୍ଫୋରଣ, ମୃତ୍ୟୁ ସଂଖ୍ୟା ୪୪କୁ ବୃଦ୍ଧି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପାକିସ୍ତାନରେ ବିସ୍ଫୋରଣ । ମୃତ୍ୟୁ ସଂଖ୍ୟା ୪୪କୁ ବୃଦ୍ଧି । ବିସ୍ଫୋରଣରେ ୧୫୦ରୁ ଅଧିକ ଆହତ ହୋଇ ମେଡିକାଲରେ ଭର୍ତ୍ତି । ବିସ୍ଫୋରଣ ପଛରେ ଆଇଏସ୍‌ର ସଂପୃକ୍ତି ଥିବା ସନ୍ଦେହ । ଏକ ରାଲି ଚାଲିଥିଲା ବେଳେ ଆତ୍ମଘାତୀ ବିସ୍ଫୋରଣ ହୋଇଥିଲା । ଖାଇବର ପକଟୁଙ୍ଖୱା ପ୍ରୋଭିନ୍ସର ବଉଜର ଖାରରେ ଏକ ଶୋଭାଯାତ୍ରା ଚାଲିଥିବାବେଳେ ବିସ୍ଫୋରଣ ଘଟିଥିଲା। ଆହତମାନଙ୍କୁ ଉଦ୍ଧାର କରାଯାଇ ପେଶାୱାର ମେଡିକାଲରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି।

ଜାମିୟତ ଉଲେମା ଇସଲାମ ଫଜଲ ପାର୍ଟିର ଏକ କାର୍ଯ୍ୟକ୍ରମ ଚାଲିଥିବା ବେଳେ ବିସ୍ଫୋରଣ ହୋଇଥିଲା । ଏଥିରେ ୪୪ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୨୦୦ରୁ ଅଧିକ ଲୋକ ଆହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ଜାମିୟତ ଉଲେମା ଇସଲାମ ଫଜଲର ଜଣେ ବଡ଼ ନେତା ମୌଲାନା ଜିଆଉହ୍ଲାଙ୍କ ମଧ୍ୟ ମୃତ୍ୟୁ ହୋଇଛି । ଆକ୍ରମଣ ପଛରେ ଆତଙ୍କବାଦୀ ସଂଗଠନର ହାତ ଥାଇପାରେ ବୋଲି ପାର୍ଟି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା