Masthead

ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ନୂଆଦିଲ୍ଲୀ ସ୍ଥିତ ଇସ୍ରାଏଲ ଦୂତାବାସ ନିକଟରେ ବିସ୍ଫୋରଣ । ମଙ୍ଗଳବାର ସନ୍ଧ୍ୟା ୫ଟାରେ ଘଟିଥିଲା ଏହି ବିସ୍ଫୋରଣ । ଖବର ପାଇ ଘଟଣାସ୍ଥଳରେ ଦିଲ୍ଲୀ ପୋଲିସର ଗୁଇନ୍ଦା ଟିମ୍, ଡଗ୍ ସ୍କ୍ୱାର୍ଡ ଓ ବୋମା ନିଷ୍କ୍ରିୟକାରୀ ଟିମ୍ ପହଞ୍ଚି ତନ୍ନତନ୍ନ ଯାଞ୍ଚ କରିଥିଲେ । NIA ଓ ଫୋରେନସିକ୍ ଟିମ୍ ମଧ୍ୟ ଘଟଣାସ୍ଥଳରେ ପହଞ୍ଚି ଛାନଭିନ୍ କରିଥିଲେ ।

ତେବେ ବିସ୍ଫୋରଣରେ କୌଣସି ବଡ଼ ଧରଣର କ୍ଷୟକ୍ଷତି ହୋଇନାହିଁ । ଘଟଣାସ୍ଥଳରୁ ଇସ୍ରାଏଲ ଦୂତାବାସକୁ ଲେଖାଥିବା ଏକ ଚିଠି ମିଳିଥିଲା । ବିସ୍ଫୋରଣ ପରେ ସେହି ଅଂଚଳକୁ କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ରଖାଯାଇଛି । ଭାରତରେ ଥିବା ଇସ୍ରାଏଲ ନାଗରିକମାନଙ୍କୁ ଜନଗହଳିପୂର୍ଣ୍ଣ ସ୍ଥାନ ମଲ୍ କିମ୍ବା ମାର୍କେଟ୍‌କୁ ଯିବାକୁ ବାରଣ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ