Masthead

ମନିପର୍ସରୁ ହତ୍ୟା ଘଟଣା, ନ୍ୟାୟ ଦାବିରେ ପରିବାର ଲୋକଙ୍କ ରାସ୍ତାରୋକ

ବାରିପଦା(ବଡ଼ ଖବର ବ୍ୟୁରୋ): ମନିପର୍ସରେ ଥିବା କିଛି ଟଙ୍କା ପାଇଁ ଗତକାଲି ଯୁବକଙ୍କୁ ସଂଘବଦ୍ଧ ଭାବେ ଆକ୍ରମଣରୁ ହତ୍ୟା ଘଟଣା । ନ୍ୟାୟ ଦାବିରେ ରାସ୍ତାରୋକ କଲେ ପରିବାର ଲୋକେ । ବାରିପଦା ଟାଉନ ଥାନା ସମ୍ମୁଖରେ ଟାୟାର ଜାଳି କଲେ ରାସ୍ତା ରୋକ। ଗତକାଲି ଘଟଣାସ୍ଥଳରେ ପୋଲିସ ବିଳମ୍ବରେ ପହଞ୍ଚିବାର ଅଭିଯୋଗ ଆଣିଥିଲେ ପରିବାର ଲୋକ । ଗତକାଲି ବାରିପଦା ଟାଉନ ଥାନା ଅନ୍ତର୍ଗତ ଶୂନଗଡ଼ିଆ ଅଞ୍ଚଳରେ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ ଘଟିଥିଲା ।

ଏଥିରେ ଜଣେ ଯୁବକଙ୍କୁ ହାଣି ହତ୍ୟା କରିଥିଲେ ବିପକ୍ଷ ଦଳ । ତେବେ ମୃତକଙ୍କ ପରିବାର ପକ୍ଷରୁ ଅଭିଯୋଗ କରାଯାଇଛି ଯେ, ଖବର ଦିଆଯାଇଥିଲେ ବି ପୋଲିସ ଘଟଣାସ୍ଥଳରେ ଠିକ ସମୟରେ ପହଞ୍ଚି ନଥିଲା । ଗତକାଲି ସଂଧ୍ୟାରେ ମୃତକଙ୍କ ପରିବାର ଓ ସମ୍ପର୍କୀୟଙ୍କ ପକ୍ଷରୁ ଥାନା ଆଗରେ ବିକ୍ଷୋଭ ହୋଇଥିଲା । ଏପରିକି ପୋଲିସ ଉପରକୁ ଟେକାପଥର ମାଡ଼ କରାଯାଇଥିବା ମଧ୍ୟ ଅଭିଯୋଗ ହୋଇଥିଲା । ଆଜି ବି ପ୍ରତିବାଦ ଜାରି ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା