Masthead

ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଯଦି ଇରାନ ହର୍ମୁଜ ପ୍ରଣାଳୀରେ ତେଲ ଟ୍ୟାଙ୍କରଗୁଡ଼ିକୁ ଅବରୋଧ କରେ ତେବେ “କୋଡ଼ିଏ ଗୁଣ ଅଧିକ” ସାମରିକ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ ଏକ କଠୋର ଚେତାବନୀ ଦେଇଛନ୍ତି ।  କହିଛନ୍ତି, ଆମେ ଏଭଳି ବିନାଶ ଲୀଳା ରଚିବୁ ଯେ ଇରାନ ନିଜକୁ କେବେ ଏକ ଦେଶ ଭାବରେ ପୁନରୁଦ୍ଧାର କରିପାରିବ ନାହିଁ ।

କିନ୍ତୁ ମୁଁ ଆଶା କରୁଛି ଓ ପ୍ରାର୍ଥନା କରୁଛି ଯେ ଏପରି କେବେ ବି ନଘଟୁ” । ଟ୍ରମ୍ପ ତାଙ୍କର ଏହି ପଦକ୍ଷେପକୁ ଅନ୍ତର୍ଜାତୀୟ ଶକ୍ତି ବଜାରକୁ ସୁରକ୍ଷା ଦେବା ପାଇଁ ଏକ ପ୍ରମୁଖ ପ୍ରୟାସ ଭାବରେ ଉପସ୍ଥାପନ କରିଥିଲେ। ସେ ଏହାକୁ “ଆମେରିକା ପକ୍ଷରୁ ଚୀନ୍ ଓ ହରମୁଜ୍ ପ୍ରଣାଳୀକୁ ବ୍ୟାପକ ଭାବରେ ବ୍ୟବହାର କରୁଥିବା ସମସ୍ତ ଦେଶ ପାଇଁ ଏକ ଉପହାର” ବୋଲି କହିଥିଲେ । ସେ ଆହୁରି ମଧ୍ୟ କହିଥିଲେ, “ମୁଁ ଆଶା କରୁଛି ଏହି ପଦକ୍ଷେପକୁ ବହୁତ ପ୍ରଶଂସା କରାଯିବ।”

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ