Masthead

NSS ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ 

ସୁକିନ୍ଦା(ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ସୁକିନ୍ଦାଗଡ ସ୍ଥିତ ବହୁ ପୁରାତନ ମହାବିଦ୍ୟାଳୟ ସୁକିନ୍ଦା ଠାରେ NSS ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ଅନୁଷ୍ଠିତ ହୋଇଥିବା ଦେଖିବାକୁ ମିଳିଛି । ଏହି ରକ୍ତଦାନ ଶିବିରରେ ମୁଖ୍ୟ ଅତିଥି ଭାବେ ଥାର୍ଡ ଆଇ, ଆରବି ବାଟେଲିୟନର ଦୂର୍ଗପତୀ ଲୋଚନ ପଶାୟତ ଓ ସୁକିନ୍ଦା ମହାବିଦ୍ୟାଳୟର ଅଧ୍ୟକ୍ଷ ଜ୍ଞାନରଞ୍ଜନ ନାଏକ ଯୋଗଦେଇ ଆଜିର ଏହି ରକ୍ତଦାନ ଶିବିରକୁ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ କରିଥିବା ଦେଖିବାକୁ ମିଳିଛି । ଆଜିର ଏହି ରକ୍ତଦାନ ଶିବିରରେ ୬୦ଜଣ ସ୍ଵେଚ୍ଛାକୃତ ଭାବେ ରକ୍ତ ଦାନ କରିଥିବା ସୂଚନା ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ