Masthead

ସର୍ବନେତ୍ର ଫାଉଣ୍ଡେଶନ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରକ୍ତ ଦାନ ଏକ ମହତଦାନ । ବୁନ୍ଦାଏ ରକ୍ତ ପାଇଁ ହସି ଉଠୁଥିବା ଜୀବନ ଲାଗି ରକ୍ତ ଦାନ କରିବା ନିହାତି ଦରକାର । ତୁମରି ରକ୍ତରେ କାହାର ଜୀବନ ବଞ୍ଚିଲେ, ସେ କର୍ମ ହେବ ତୁମର ଶ୍ରେଷ୍ଠ କର୍ମ । ଏହି ପରିପ୍ରେକ୍ଷୀରେ ଏହି ମହତ କାର୍ଯ୍ୟକୁ ରୂପରେଖ ଦେବା ଲାଗି ସର୍ବନେତ୍ର ଫାଉଣ୍ଡେଶନ ପକ୍ଷରୁ ରବିବାର ସ୍ଥାନୀୟ ପଟିଆ ସହରାଞ୍ଚଳ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଠାରେ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଛି । ଏଥି ଲାଗି ଶହ ଶହ ସଂଖ୍ୟାରେ ରକ୍ତଦାତାମାନେ ଉପସ୍ଥିତ ରହି ୯୬ ୟୁନିଟ ରକ୍ତ ପ୍ରଦାନ କରିଥିଲେ ।

ଏଥିରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଓ ମୁଖ୍ୟ ବକ୍ତା ଭାବେ ପୂର୍ବତନ ବିଧାୟକ ପ୍ରିୟଦର୍ଶୀ ମିଶ୍ର, ସମ୍ମାନିତ ଅତିଥି ଭାବେ ଲକ୍ଷ୍ମୀପ୍ରିୟା ପରିଡା ଉପସ୍ଥିତ ରହି ରକ୍ତଦାତାମାନଙ୍କୁ ଏଭଳି ଆଗକୁ ମହତ କାର୍ଯ୍ୟ କରିବା ଲାଗି ପ୍ରତ୍ସହନା ଦେବା ସହ ସମସ୍ତଙ୍କୁ ସାଧୁବାଦ ଜଣାଇ ଥିଲେ । ଏହି କାର୍ଯ୍ୟକ୍ରମକୁ ସର୍ବନେତ୍ର ଫାଉଣ୍ଡେଶନର ଅଧ୍ୟକ୍ଷ ତୁଷାର ରଞ୍ଜନ ପଣ୍ଡା ପରିଚାଳନା କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ମୁଖ୍ୟ ପରାମର୍ଶଦାତା ଅନନ୍ତ ନାରାୟଣ ସାହୁ ଉପସ୍ଥିତ ଥିଲେ । ବିଜୟିନୀ ମହାପାତ୍ର ଧନ୍ୟବାଦ ଦେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ 🔴 ଭୋଟର ତାଲିକାରେ କ୍ୟାଟ୍ କୁମାରଙ୍କୁ ନେଇ ଚର୍ଚ୍ଚା 🔴 ଆଖି ବୁଜିଲେ ବରଗଡ଼ ନାବାଳିକା 🔴 ଶ୍ରୀମନ୍ଦିରରେ ନକଲି ଗୁମାସ୍ତା 🔴 ପୁଣି ପ୍ରେମୀ ଯୁଗଳଙ୍କ ବେକରେ ଜୁଆଳି 🔴 ନାବାଳିକା ପୋଡ଼ି, ତଦନ୍ତ ପାଇଁ ଟିମ ଗଠନ 🔴 ନବମ ଶ୍ରେଣୀ ଛାତ୍ରୀଙ୍କୁ ଦୁଷ୍କର୍ମ, ଯୁବକଙ୍କୁ ବାନ୍ଧି ନିର୍ଧୁମ ମାଡ଼ 🔴 ଧନରାଜଙ୍କ ପାଇଁ ଗଲା ଆଉ ଏକ ଜୀବନ 🔴 ୧୨ ଘଣ୍ଟିଆ ରାଇଘର  ବନ୍ଦ 🔴 ଝଡ ପବନ ସହ ବର୍ଷା ସମ୍ଭାବନା, ଏହି ସବୁ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଜି ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ