Masthead

ଶ୍ରୀମନ୍ଦିରରେ ରକ୍ତ ଛିଟା

ପୁରୀ(ବଡ଼ ଖବର ବ୍ୟୁରୋ):ଶ୍ରୀମନ୍ଦିରରେ ଅଘଟଣ । ଗର୍ଭଗୃହରେ ମଣିଷ ରକ୍ତର ଛିଟା । ମହାପ୍ରଭୁଙ୍କର ହେବ ବଡ଼ ମହାସ୍ନାନ । ସୁଆର ସେବାୟତ ଯାତ ଭୋଗ ନେଇ ଯିବା ସମୟରେ ରତ୍ନବେଦୀ ନିକଟରେ ପଡିଯାଇଥିଲେ ।

ମୁଣ୍ଡରେ ଗଭୀର ଆଘାତ ଲାଗି ଫାଟିଯାଇଥିଲା । ପଡିଥିଲା ରକ୍ତ । ଭୋଗ ମାରା ହୋଇଯାଇଥିଲା । ରୀତିନୀତି ଅନୁସାରେ ଯାତଭୋଗ ପୋତା ହେବ । ମହାପ୍ରଭୁଙ୍କର ମଡ଼ ମହାସ୍ନାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି