Masthead

ମହାସ୍ନାନ ହେଲେ ମହାବାହୁ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ରକ୍ତର ଛିଟା । ଦୁଇ ଶ୍ରୀମନ୍ଦିର ପୋଲିସ କର୍ମଚାରୀଙ୍କ ଭିତରେ ମାରପିଟ୍ରୁ ଜଣେ ପୋଲିସ କର୍ମଚାରୀଙ୍କ ମୁଣ୍ଡଫାଟି ରକ୍ତ ବୋହିଥିଲା । ଶ୍ରୀମନ୍ଦିର ଭିତରକାଠରେ ରକ୍ତ ଛିଟା ପଡିଥିବାରୁ ଶ୍ରୀଜିଉଙ୍କୁ ମହାସ୍ନାନ କରାଯାଇଛି ।

ଆଜି ମଧ୍ୟାହ୍ଣ ଧୂପ ସମୟରେ ଏହି ଗଣ୍ଡଗୋଳ ହୋଇଥିଲା । ଜଗନ୍ନାଥ ଟେମ୍ପୁଲ ପୋଲିସର ଦୁଇ କର୍ମଚାରୀ ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ଭିତରେ କଥାକଟାକଟି ପରେ ମାରପିଟ ହୋଇଥିଲା । ଏଥିରେ ମନୋଜଙ୍କ ମୁଣ୍ଡ ଫାଟିଯାଇଥିଲା । ଗୁରୁତର ମନୋଜଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଏନେଇ ଥାନାରେ କୌଣଷି ମାମଲା ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା