ମହାସ୍ନାନ ହେଲେ ମହାବାହୁ

ପୁରୀ (ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିରରେ ରକ୍ତର ଛିଟା । ଦୁଇ ଶ୍ରୀମନ୍ଦିର ପୋଲିସ କର୍ମଚାରୀଙ୍କ ଭିତରେ ମାରପିଟ୍ରୁ ଜଣେ ପୋଲିସ କର୍ମଚାରୀଙ୍କ ମୁଣ୍ଡଫାଟି ରକ୍ତ ବୋହିଥିଲା । ଶ୍ରୀମନ୍ଦିର ଭିତରକାଠରେ ରକ୍ତ ଛିଟା ପଡିଥିବାରୁ ଶ୍ରୀଜିଉଙ୍କୁ ମହାସ୍ନାନ କରାଯାଇଛି ।

ଆଜି ମଧ୍ୟାହ୍ଣ ଧୂପ ସମୟରେ ଏହି ଗଣ୍ଡଗୋଳ ହୋଇଥିଲା । ଜଗନ୍ନାଥ ଟେମ୍ପୁଲ ପୋଲିସର ଦୁଇ କର୍ମଚାରୀ ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ଭିତରେ କଥାକଟାକଟି ପରେ ମାରପିଟ ହୋଇଥିଲା । ଏଥିରେ ମନୋଜଙ୍କ ମୁଣ୍ଡ ଫାଟିଯାଇଥିଲା । ଗୁରୁତର ମନୋଜଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ତେବେ ଏନେଇ ଥାନାରେ କୌଣଷି ମାମଲା ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’