Masthead

ଜନ୍ମଦିନରେ ରକ୍ତଦାନ

ଖଇରା(ବଡ଼ ଖବର ବ୍ୟୁରୋ): ରାଜ୍ୟ ସରକାରଙ୍କ କଳା, ସଂସ୍କୃତି ଓ ମାନବ ସମ୍ବଳ ବିଭାଗର ରାଜ୍ୟ ସମ୍ପାଦକ ଶଶୀକୁମାର ସାହୁ ଜନ୍ମଦିନକୁ ନିଆରା ଢଙ୍ଗରେ ପାଳନ କରିଛନ୍ତି ସମ୍ପର୍କ ଫାଉଣ୍ଡେସନର କର୍ମକର୍ତ୍ତା । ଏହି ଅବସରରେ ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଗଣ୍ଡିବେଡ଼ ହାଇସ୍କୁଲ ପରିସରରେ ଆୟୋଜିତ ହୋଇଥିଲା ରକ୍ତଦାନ ଶିବିର । ଏଥିରେ ୫୫ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇଥିଲା।

ଫାଉଣ୍ଡେସନର ଅଧ୍ୟକ୍ଷ ଦୀପକ କୁମାର ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଶିବିରରେ ରକ୍ତ ଭଣ୍ଡାରର ଅଧିକାରୀ ଡାକ୍ତର ବସନ୍ତ କୁମାର ଉପାଧ୍ୟାୟ ରକ୍ତ ସଂଗ୍ରହ କରିଥିଲେ । ଫାଉଣ୍ଡେସନର ସମ୍ପାଦକ ଆଶୁତୋଷ ନାୟକଙ୍କ ସମେତ କବିତା ନାୟକ, ପ୍ରକାଶ ପ୍ରଧାନ, ସୁଦର୍ଶନ ରାଜ, ବିକାଶ ପ୍ରଧାନ, ଆଶିଷ ବିଶ୍ୱାଳ, ଜ୍ଞାନରଞ୍ଜନ ଘଡେଇ ପ୍ରମୁଖ ଶିବିରରେ ସହଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ