Masthead

ଗୌହାଟୀରେ ୨୦୨୪ ପାଇଁ ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ):  ଆଗାମୀ ନିର୍ବାଚନ ଜତିବା ପାଇଁ ସମସ୍ତଙ୍କ ନଜର । କିଏ ମାରିବ ବାଜି ତାକୁ ନେଇ ଦଳ ମଧ୍ୟରେ ଚାଲିଛି ଅଙ୍କ କଷା । ନିର୍ବାଚନ ପାଇଁ ଗୌହାଟୀରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛି ବିଜେପି । କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ବିଜେପି ସଭାପତି ମନମୋହନ ସାମଲ ଯୋଗଦେବେ ।

ଦଳର ସାଂଗଠନିକ କାର୍ଯ୍ୟ ଏବଂ ନିର୍ବାଚନ ରଣନୀତି ସମ୍ପର୍କରେ ଏହି ବୈଠକରେ ବିସ୍ତୃତ ଆଲୋଚନା ହେବ । ତିନୋଟି ଜୋନରେ ଏହି ବୈଠକ ହେଉଛି । ଏଥିରେ ଗୁରୁମନ୍ତ୍ର ଦେବେ ବିଜେପିର ଚାଣକ୍ୟ । ଏଥିରେ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନାକୁ ନେଇ କେନ୍ଦ୍ରୀୟ ନେତୃମଣ୍ଡଳୀଙ୍କ ସହ ବିସ୍ତୃତ ଆଲୋଚନା କରାଯିବ ବୋଲି କହିଛନ୍ତି ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ