Masthead

ଗୌହାଟୀରେ ବିଜେପିର ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ନିର୍ବାଚନ ବିଜୟୀ ପାଇଁ ଗୌହାଟିରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛି ବିଜେପି । ବିଜେପି ଫୋକସରେ ଏବେ ଓଡିଶା । ଅଗାମୀ ଦିନରେ ଡବଲ ଇଞ୍ଜିନ ସରକାର କରିବାକୁ ଯୋଜନା ପ୍ରସ୍ତୁତ କରିଛି ବିଜେପି ।

ରାଜ୍ୟକୁ ନେଇ ରାଷ୍ଟ୍ରୀୟ ନେତୃ ମଣ୍ଡଳୀ ସିରିଏସ୍ ଅଛନ୍ତି । ରାଜ୍ୟ ନେତୃତ୍ୱ ମଧ୍ୟ ଜୋରଦାର ପ୍ରସ୍ତୁତ କରୁଛନ୍ତି । ଜୁନ ୩୦ ଯାଏଁ ହେବାକୁ ଥିବା ମହା ଜନସମ୍ପର୍କ ଅଭିଯାନ ଅବଧିକୁ ମଧ୍ୟ ଜୁଲାଇ ୨୦ ଯାଏଁ ବୃଦ୍ଧି କରାଯାଇଛି । ବିଜେପି ଏକ ବଡ ଦଳ ।

ଏହାର ସ୍ୱତନ୍ତ୍ର ରଣନୀତି ରହିଛି । ବିଜେପି ଯେଉଁ ସବୁ ସିଟରେ ହାରିଛି ସେ ସବୁ ସିଟରେ ଅନୁରୂପକ ଭୋଟ ରହିଛି । ଆଗାମୀ ଦିନରେ କେନ୍ଦ୍ରୀୟ ନେତୃତ୍ୱ ଆସିବେ ଓ ଡବଲ ଇଞ୍ଜିନ ସରକାର ଗଠନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ