Masthead

ଗୌହାଟୀରେ ବିଜେପିର ବ୍ଲୁ ପ୍ରିଣ୍ଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ନିର୍ବାଚନ ବିଜୟୀ ପାଇଁ ଗୌହାଟିରେ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରୁଛି ବିଜେପି । ବିଜେପି ଫୋକସରେ ଏବେ ଓଡିଶା । ଅଗାମୀ ଦିନରେ ଡବଲ ଇଞ୍ଜିନ ସରକାର କରିବାକୁ ଯୋଜନା ପ୍ରସ୍ତୁତ କରିଛି ବିଜେପି ।

ରାଜ୍ୟକୁ ନେଇ ରାଷ୍ଟ୍ରୀୟ ନେତୃ ମଣ୍ଡଳୀ ସିରିଏସ୍ ଅଛନ୍ତି । ରାଜ୍ୟ ନେତୃତ୍ୱ ମଧ୍ୟ ଜୋରଦାର ପ୍ରସ୍ତୁତ କରୁଛନ୍ତି । ଜୁନ ୩୦ ଯାଏଁ ହେବାକୁ ଥିବା ମହା ଜନସମ୍ପର୍କ ଅଭିଯାନ ଅବଧିକୁ ମଧ୍ୟ ଜୁଲାଇ ୨୦ ଯାଏଁ ବୃଦ୍ଧି କରାଯାଇଛି । ବିଜେପି ଏକ ବଡ ଦଳ ।

ଏହାର ସ୍ୱତନ୍ତ୍ର ରଣନୀତି ରହିଛି । ବିଜେପି ଯେଉଁ ସବୁ ସିଟରେ ହାରିଛି ସେ ସବୁ ସିଟରେ ଅନୁରୂପକ ଭୋଟ ରହିଛି । ଆଗାମୀ ଦିନରେ କେନ୍ଦ୍ରୀୟ ନେତୃତ୍ୱ ଆସିବେ ଓ ଡବଲ ଇଞ୍ଜିନ ସରକାର ଗଠନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା