Masthead

ଭିଏସଏସ ନଗର ମାର୍କେଟ ସିଲ କଲା ବିଏମସି

ଭୁବନେଶ୍ବର (ବଡ଼ ଖବର ବ୍ୟୁରୋ): ଭିଏସଏସ ନଗର ମାର୍କେଟ ସିଲ କଲା ବିଏମସି । ଅନିର୍ଦ୍ଧିଷ୍ଟ କାଳ ପାଇଁ ଭୁବନେଶ୍ବର ଭିଏସଏସ ନଗର ମାର୍କେଟ ବନ୍ଦ ରହିବ । କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ କଡ଼ା ପଦକ୍ଷେପ ଗ୍ରହଣ କରିଛି ବିଏମ୍‌ସି । ମାର୍କେଟରେ ସାମାଜିକ ଦୂରତା ରକ୍ଷା କରିବାରେ ବ୍ୟବସାୟୀ ଓ ଗ୍ରାହକ ବିଫଳ ହୋଇଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି ।

ତେବେ ପରବର୍ତ୍ତୀ ଆଦେଶ ପର୍ୟ୍ୟନ୍ତ ଭିଏସ୍ଏସ୍ ନଗର ମାର୍କେଟ ବନ୍ଦ ରହିବ ବୋଲି ବିଏମସି ପକ୍ଷରୁ କୁହାଯାଇଛି । ଦୋକାନରେ ସାମାଜିକ ଦୂରତା ରକ୍ଷା କରିବାକୁ କଡ଼ାକଡ଼ି ଭାବେ ନିର୍ଦ୍ଦେଶ ଦେଇଥିଲେ ସରକାର । ହେଲେ ଏହି ନିର୍ଦ୍ଦେଶକୁ ଉଭୟ ଗ୍ରାହକ ଓ ଦୋକାନୀ ଖୋଲାଖୋଲି ଉଲ୍ଲଂଘନ କରିଥିଲେ । ଫଳରେ ବିଏମ୍‌ସି ସ୍କ୍ବାଡ ଚଢ଼ଉ କରି ମାର୍କେଟକୁ ସିଲ୍‌ କରିଛି । କରୋନା ଚେନକୁ ଭାଙ୍ଗିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଥିବା ବିଏମସି ପକ୍ଷରୁ କୁହାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ