Masthead

ବିଏମସିରେ ଆଉ ଦୁଇ ମଶାଣି

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): କୋଭିଡ୍ ସଂକ୍ରମଣରେ ମୃତ୍ୟବରଣ କରୁଥିବା ଲୋକଙ୍କ ଶବ ସଂସ୍କାର ପାଇଁ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ବିଏମସି କର୍ତ୍ତୃପକ୍ଷ ପ୍ରସ୍ତୁତ କରୁଛନ୍ତି ଆଉ ଦୁଇଟି ମଶାଣି। ସତ୍ୟନଗର ମଶାଣିର ବୈଦ୍ୟୁତିକ ଚୁଲା କାମ ସରିଛି। ଏଥିସହ ବିଏମସି ଅନ୍ତର୍ଗତ ପଟିଆ ଏବଂ ଖଣ୍ଡଗିରିଠାରେ ଖୁବଶୀଘ୍ର ଆଉ ଦୁଇ ମଶାଣି କାର୍ଯ୍ୟକ୍ଷମ ହେବ।

ସୂଚନାଯୋଗ୍ୟ କୋଭିଡ୍ ସଂକ୍ରମିତ ମୃତଦେହ ସଂସ୍କାର ପାଇଁ ଭୁବନେଶ୍ୱର ସତ୍ୟନଗର ଶ୍ମଶାନ ଏକମାତ୍ର ବିକଳ୍ପ ଥିଲା। ଏଠାରେ ଦିନକୁ ଦିନ ଶବ ସଂସ୍କାର ସଂଖ୍ୟା ବଢ଼ୁଥିବାରୁ ସ୍ଥାନୀୟ ଲୋକେ ଅସୁବିଧାର ସମ୍ମୁଖୀନ ହେବା ସହ ତୀବ୍ର ଅସନ୍ତୋଷ ପ୍ରକାଶ କରିଥିଲେ। ଏହାକୁ ଦୃଷ୍ଟିରେ ରଖି ବିଏମସି ପକ୍ଷରୁ ଆଉ ଦୁଇ ଶ୍ମଶାନ ପ୍ରସ୍ତୁତ କରାଯାଉଥିବା କମିଶନର ପ୍ରେମଚାନ୍ଦ ଚୌଧୁରୀ ସୋମବାର ସୂଚନା ଦେଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ