Masthead

ସ୍ଥଗିତ ହେଲା ବିଏମସିର ବର୍ଦ୍ଧିତ ହୋଲଡିଂ ଟ୍ୟାକ୍ସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବର୍ଦ୍ଧିତ ହୋଲଡିଂ ଟ୍ୟାକ୍ସ ସ୍ଥଗିତ । ଏନେଇ ଘୋଷଣା କଲେ ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା । ହୋଲଡିଂ ଟ୍ୟାକ୍ସ ବୃଦ୍ଧିକୁ ନେଇ ବିଏମସି ନେଇଥିଲା ନିଷ୍ପତି । ଯାହାକୁ ବିରୋଧ କରିଥିଲା କଂଗ୍ରେସ । ଆରମ୍ଭ କରିଥିଲା ଆନ୍ଦୋଳନ । ହୋଲଡିଂ ଟ୍ୟାକ୍ସ ନଦେଲେ ଘର ସିଲ କରାଯିବ ବୋଲି କହିଥିଲା ବିଏମସି ।

ଅନ୍ୟପଟେ ବିଏମସିର ହୋଲଡିଂ ଟ୍ୟାକ୍ସ ବୃଦ୍ଧିକୁ ନେଇ ହାଇକୋର୍ଟରେ ଏକ ମାମଲା ରୁଜୁ କରାଯାଇଛି । ଲୋକଙ୍କ ଭାବାବେଗକୁ ଦୃଷ୍ଟିରେ ରଖି ହୋଲଡିଂ ଟ୍ୟାକ୍ସକୁ ସ୍ଥଗିତ ରଖିଛନ୍ତି ମୁଖ୍ୟମନ୍ତ୍ରୀ । ପୂର୍ବରୁ ଧାର୍ଯ୍ୟ ଟିକସ ହିଁ ଆଦାୟ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ