Masthead

ଗଙ୍ଗା ନଦୀରେ ଓଲଟିଲା ଡଙ୍ଗା, ୪ ମୃତ

ଉତ୍ତରପ୍ରଦେଶ (ବଡ଼ ଖବର ବ୍ୟୁରୋ): ଓଲଟିଲା ଡଙ୍ଗା । ୪ ମୃତ । ୨୫ ନିଖୋଜ । ଏଭଳି ଦୃଶ୍ୟ ଦେଖିବାକୁ ମିଳିଛି ଉତ୍ତରପ୍ରଦେଶର ବାଲିଆରେ । ୪୦ ଜଣ ଲୋକଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଗଙ୍ଗା ନଦୀରେ ଓଲଟି ପଡିଛି। ଏହି ଦୁର୍ଘଟଣାରେ ୨୫ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ବାଲିଆ ଜିଲାର ମାଲଦ୍ୱୀପ ଗଙ୍ଗା ଘାଟରେ ଏହି ଘଟଣା ଘଟିଥିଲା, ଲୋକେ ମୁଣ୍ଡନ ସଂସ୍କାରରେ ଯୋଗଦେବାକୁ ଯାଉଥିଲେ। ମଝି ନଈରେ ହଠାତ ଡଙ୍ଗାଟି ଓଲଟି ପଡିଥିଲା। ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ସାହାଯ୍ୟ ପାଇଁ ପହଞ୍ଚିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା