Masthead

ଡଙ୍ଗା ବୁଡି ଶତାଧିକ ମୃତ, ୯୭ ନିଖୋଜ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଡଙ୍ଗା ବୁଡି ଶତାଧିକ ମୃତ । ୯୭ ଜଣ ନିଖୋଜ ହୋଇଥିବା ସୁଚନା ରହିଛି । ନିଖୋଜଙ୍କୁ ଉଦ୍ଧାର କାର୍ଯ୍ୟ ଜାରି ରହିଛି । ନାଇଜେରିଆରୁ ଏଭଳି ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଡଙ୍ଗାରେ ୩୦୦ ଲୋକ ଥିବା ବେଳେ ୧୦୩ ଜଣଙ୍କ ମୃତୁ୍ୟ ହୋଇଛି । ୧୦୦ ଜଣ ସୁରକ୍ଷିତ ଉଦ୍ଧାର ହୋଇଛନ୍ତି । ୯୭ ଜଣ ଏବେବି ନିଖୋଜ ଅଛନ୍ତି । ସମସ୍ତେ ବିବାହ ଉତ୍ସବରେ ଯୋଗଦେଇ ଫେରୁଥିଲେ । ଫେରୁଥିବା ବେଳେ ନାଇଜର ନଦୀରେ ଡଙ୍ଗା ଦୁର୍ଘଟଣାଗ୍ରସ୍ତ ହୋଇଛି । ଫେରୁଥିବା ବେଳେ ନଦୀରେ ମଝିରେ ଏକ କାଠ ଗଣ୍ଡିରେ ପିଟି ହୋଇଥିଲା ଡଙ୍ଗା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପାର୍ବଣ ପୂର୍ବରୁ ବ୍ରହ୍ମପୁର ନିମଖଣ୍ଡିରେ ଚାଞ୍ଚଲ୍ୟ 🔴 ତେଲ ଟ୍ୟାଙ୍କରରେ ଗୋରୁ ଚାଲାଣ, ମାଡ଼ି ବସିଲା ପୋଲିସ 🔴 ଆସୁଛି ଲଘୁଚାପ, ବଦଳିପାରେ ପାଗ 🔴 ଏସୀୟ କ୍ରୀଡ଼ା; ସ୍ୱର୍ଣ୍ଣ ପଦକ ପାଇଁ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ 🔴 ୪ରୁ ରାଜ୍ୟରେ ବଢ଼ିବ ଓମ୍‌ଫେଡ୍ କ୍ଷୀର ଦର 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା