Masthead

ଚିତ୍ରକୋଣ୍ଡା ଜଳଭଣ୍ଡାରରେ ବୁଡ଼ିଲା ଡଙ୍ଗା, ଜଣେ ନିଖୋଜ

ମାଲକାନଗିରି(ବଡ଼ ଖବର ବ୍ୟୁରୋ): ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଜଳଭଣ୍ଡାରରେ ମାଛ ଧରୁଥିବା ବେଳେ ଡଙ୍ଗା ବୁଡିଯିବାରୁ ଜଣେ ନିଖୋଜ ହୋଇଯାଇଥିବା ବେଳେ ୨ ଜଣଙ୍କୁ ଉଦ୍ଧାର କରାଯାଇଛି। ସେମାନେ ସିଙ୍ଗାରାମ ଗ୍ରାମ ନିକଟ ଜଳଭଣ୍ଡାର ମଧ୍ୟରେ ଦେଶୀ ଡଙ୍ଗାରେ ମାଛ ଧରୁଥିଲେ।

ମାଛ ଧରୁଥିବା ବେଳେ ହଠାତ୍ ବର୍ଷା, ପବନ ମାଡ଼ି ଆସିବାରୁ ଡଙ୍ଗାଟି ବୁଡି ଯାଇଥିଲା। ଫଳରେ ଡଙ୍ଗାରେ ଥିବା ୩ ଜଣଙ୍କ ମଧ୍ୟରୁ ଜଣେ ନିଖୋଜ ହୋଇଯାଇଛନ୍ତି। ତାଙ୍କର ପତ୍ତା ଏପର୍ଯ୍ୟନ୍ତ ମିଳିପାରି ନାହିଁ। ନିଖୋଜ ଓ ଉଦ୍ଧାର ପାଇଥିବା ଲୋକେ ଚିତ୍ରକୋଣ୍ଡା ନିକଟସ୍ଥ ଡାଇକ୍-୩ ଗାଁର ବୋଲି ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି