Masthead

କୋଲାବ ଜଳ ଭଣ୍ଡାରରେ ଡଙ୍ଗା ବୁଡି ଘଟଣା, ୩ ମୃତଦେହ ଉଦ୍ଧାର

ଲମତାପୁଟ (ବଡ଼ ଖବର ବ୍ୟୁରୋ):  କୋଲାବ ଜଳ ଭଣ୍ଡାରରେ ଡଙ୍ଗା ବୁଡି ଘଟଣା । ତିନି ମୃତଦେହ ଉଦ୍ଧାର । ଗତକାଲି ଜଣଙ୍କ ମୃତଦେହ ଉଦ୍ଧାର ହୋଇଥିଲା । ଆଜି ଆଉ ୩ ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି । ଡଙ୍ଗାରେ ମୋଟ ୮ଜଣ ଥିବାବେଳେ ସମସ୍ତେ ଉମ୍ବେଲ ଗାଁରୁ ଯାତ୍ରା ଦେଖି ସେମିଳିଗୁଡ଼ା ବ୍ଲକ ମୁଖିବିଡ଼ଇ ଗାଁକୁ ଫେରୁଥିଲେ । ଦେଶୀ ଡଙ୍ଗାରେ ଯିବାବେଳେ ହଠାତ ଡଙ୍ଗାଟି ବୁଡ଼ିଯାଇଥିଲା ।

୪ ଜଣ ପହଁରି ପହଁରି କୂଳକୁ ଆସିଥିବାବେଳେ ୪ ଜଣ ନିଖୋଜ ହୋଇଯାଇଥିଲେ । ଘଟଣାସ୍ଥଳରେ ନିଖୋଜଙ୍କୁ ଖୋଜାଖୋଜି କରୁଛି ଓଡ୍ରାଫ ଓ ଅଗ୍ନିଶମ ବାହିନୀ । ଗତକାଲି ବବିତା ହନ୍ତାଳଙ୍କ ମୃତଦେହ ଉଦ୍ଧାର ହୋଇଥିବା ବେଳେ ଆଜି ସାବିତ୍ରୀ କିର୍ସାନୀ ଓ ରମା କିର୍ସାନୀଙ୍କ ମୃତଦେହ ଉଦ୍ଧାର ହୋଇଛି । ଘଟଣାସ୍ଥଳରେ ତହସିଲଦାର, ଆରଆଇ ଓ ସରପଞ୍ଚ ଉପସ୍ଥିତ ଅଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ