Masthead

ଅବସର ନେଲେ ବୋବଡେ

ନୂଆଦିଲ୍ଲୀ (ବଡ ଖବର ବ୍ୟୁରୋ): ଅବସର ନେଲେ ସିଜେଆଇ ଜଷ୍ଟିସ ଏସଏ ବୋବଡେ । ଆଜି ପ୍ରଧାନବିଚାରପତି ଭାବେ ଶପଥ ନେବେ ଜଷ୍ଟିସ ଏନଭୀ ରମନ୍ନା । ବିଚାରପତି ଭାବେ ଦୀର୍ଘ ୨୨ବର୍ଷ ସେବା ପରେ ଶୁକ୍ରବାର ଅବସର ଗ୍ରହଣ କରିଛନ୍ତି । ବୋବେଡଙ୍କ ପାଇଁ ସୁପ୍ରିମକୋର୍ଟରେ ଶୁକ୍ରବାର ଏକ ବିଦାୟ ସମ୍ବର୍ଦ୍ଧାନା ଉତ୍ସବ ଆୟୋଜନ ହୋଇଥିଲା ।

ବିଦାୟ ଭାଷଣରେ କହିଥିଲେ ଯେ ଖୁସି, ସଦିଚ୍ଛା ଏବଂ ମଧୁର ସ୍ମୃତି ସହ ସେ ସୁପ୍ରିମକୋର୍ଟ ଛାଡୁଛନ୍ତି ଏବଂ ପ୍ରଧାନବିଚାରପତି ଭାବେ ଦାୟିତ୍ୱ ସମ୍ପାଦନରେ ସନ୍ତୁଷ୍ଟ ଅଛନ୍ତି । ଜଷ୍ଟିସ ବୋବଡେ ତାଙ୍କ କାର୍ଯ୍ୟକାଳ ସମୟରେ ଐତିହାସିକ ଅଯୋଧ୍ୟା ରାୟ ସମେତ ଅନେକ ଗୁରୁତର୍ୱପୂର୍ଣ୍ଣ ମାମଲାର ରାୟ ଶୁଣାଇଛନ୍ତି । ୨୦୧୯ ନଭେମ୍ବରରେ ସେ ୪୭ତମ ପ୍ରଧାନ ବିଚାରପତି ଭାବେ ଶପଥ ନେଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି