Masthead

ଦିଲ୍ଲୀରୁ ଫେରିଲେ ବବି-ପାଣ୍ଡିଆନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦିଲ୍ଲୀରୁ ଫେରିଲେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ । ପ୍ରଥମେ ମହିଳା ସମାବେଶରେ ଯୋଗଦେଲେ ପରେ ନେତାଙ୍କୁ ଭେଟି ନବୀନ ନିବାସ ଯିବେ ସମସ୍ତ ନେତା । ସେପଟେ ମେଣ୍ଟକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ପୃଥ୍ୱୀରାଜ ହରିଚନ୍ଦନ । କହିଛନ୍ତି ବିଜେପି ଏକା ଲଢ଼ିବା ସମ୍ଭାବନା । ସେ ନେଇ କୌଣସି ନିଷ୍ପତ୍ତି ହୋଇନାହିଁ ବୋଲି କହିଲେ ପୃଥ୍ୱୀରାଜ । ସଭାପତି କେନ୍ଦ୍ରୀୟ ନେତୃତ୍ୱ ଆଗରେ ସ୍ପଷ୍ଟ ମତାମତ ରଖିଛନ୍ତି ।

ଆମେ ଏକାକୀ ଲଢ଼ିଲେ ଭଲ କରିବୁ ବୋଲି ରାଜ୍ୟ ସଭାପତି କହିଛନ୍ତି । ସଭାପତି ଯାହା ଜଣାଇଛନ୍ତି, ଭାରତୀୟ ଜନତା ପାର୍ଟି ସେଥିରେ ବିଶ୍ବାସ କରେ । ଯାହା କେନ୍ଦ୍ରୀୟ ନିଷ୍ପତ୍ତି ଆସିବ, ସେ ଅନୁସାରେ ଆମେ ଚାଲିବୁ । ଯେତେଦୂର ସମ୍ଭବ, ବିଜେପି ଏକା ଲଢ଼ିବାର ବହୁ ସମ୍ଭାବନା ଅଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ