Masthead

ଭୁବନେଶ୍ବରରେ ପହଞ୍ଚିଲା ୨ ଓଡ଼ିଆଙ୍କ ମରଶରୀର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଲା କୁଏତ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ୨ ଓଡ଼ିଆଙ୍କ ମରଶରୀର । ସ୍ବତନ୍ତ୍ର ବିମାନ ଯୋଗେ ପହଞ୍ଚିଲା ଦୁଇ ଜଣଙ୍କ ପାର୍ଥିବ ଶରୀର । ୨ ଓଡ଼ିଆ ମହମ୍ମଦ ଜହୁର, ସନ୍ତୋଷ ଗୌଡଙ୍କ ମୃତଦେହ । ଆଜି ବାୟୁସେନାର ବିମାନରେ ଭୁବନେଶ୍ୱରରେ ଆସି ପହଞ୍ଚିବା ପରେ ପାର୍ଥିବ ଶରୀରକୁ ମାଲ୍ୟାର୍ପଣ କରିବାକୁ ବିମାନ ବନ୍ଦରରେ ପହଞ୍ଚିଛନ୍ତି ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ବିଜେପି ଓ ଅନ୍ୟ ଦଳର ନେତାବୃନ୍ଦ । ଏଠାରୁ ଦୁଇ ଜଣଙ୍କ ମୃତଦେହ ସେମାନଙ୍କ ଗାଁକୁ ପଠଯିବ । ଗତକାଲି ବାୟୁସେନାର ହର୍କ୍ୟୁଲସ୍ ବିମାନରେ ଭାରତର ୪୫ ଜଣ ମୃତକଙ୍କ ପ୍ରାର୍ଥିବ ଶରୀରକୁ ଭାରତ ଅଣାଯାଇଥିଲା । କୋଚି ବିମାନ ବନ୍ଦରରୁ ଆଜି ଜନ୍ମମାଟିକୁ ପଠାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ