Masthead

ପୋଖରୀରୁ ବାଇକ୍ ସହ ଶବ ଉଦ୍ଧାର

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ମଇଦାନକେଲ ଗାଁ ପୋଖରୀରୁ ଏକ ବାଇକ୍ ସହ ଜଣେ ବ୍ୟକ୍ତିଙ୍କ ଶବ ଉଦ୍ଧାର ହୋଇଛି । ମୃତକ ହେଲେ ମଇଦାନକେଲ ଗାଁର ଭରତ ମହନ୍ତ । ଶୁକ୍ରବାର ରାତିରେ ସେ ବାଇକ୍ରେ ଘରକୁ ଫେରୁଥିବା ବେଳେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ପଶି ଯାଇଥିଲେ । ଶନିବାର ସ୍ଥାନୀୟ ଅଗ୍ନିଶମ ବାହିନୀ ପୋଖରୀରୁ ଶବ ଉଦ୍ଧାର କରି ପୁଲିସକୁ ହସ୍ତାନ୍ତର କରିଛି । ପୁଲିସ ତଦନ୍ତ ଜାରି ରଖିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ