Masthead

ଭିଜିଲାନ୍ସ ଜାଲରେ ଜେଇ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବୋଲଗଡ଼ (ବଡ଼ ଖବର ବ୍ୟୁରୋ):  ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜେଇ । ବୋଲଗଡ଼ ବ୍ଲକ ଜେଇ ନୃସିଂହ ପ୍ରଧାନଙ୍କୁ ଗିରଫ କଲା ଭିଜିଲାନ୍ସ । ବିଲ୍‌ କରାଇବାକୁ ୧୯ ହଜାର ଲାଞ୍ଚ ନେଲା ବେଳେ ଧରାପଡ଼ିଲେ । କୋଠଘର ନିର୍ମାଣ ପରେ ବିଲ୍‌ କରାଇବାକୁ ଲାଞ୍ଚ ନେଉଥିଲେ । ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ନୃସିଂହ ନାଥ ପ୍ରଧାନଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ