Masthead

ଭିଜିଲାନ୍ସ ଜାଲରେ ଜେଇ, ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ବୋଲଗଡ଼ (ବଡ଼ ଖବର ବ୍ୟୁରୋ):  ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଜେଇ । ବୋଲଗଡ଼ ବ୍ଲକ ଜେଇ ନୃସିଂହ ପ୍ରଧାନଙ୍କୁ ଗିରଫ କଲା ଭିଜିଲାନ୍ସ । ବିଲ୍‌ କରାଇବାକୁ ୧୯ ହଜାର ଲାଞ୍ଚ ନେଲା ବେଳେ ଧରାପଡ଼ିଲେ । କୋଠଘର ନିର୍ମାଣ ପରେ ବିଲ୍‌ କରାଇବାକୁ ଲାଞ୍ଚ ନେଉଥିଲେ । ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ ହୋଇଛି। ନୃସିଂହ ନାଥ ପ୍ରଧାନଙ୍କୁ ଭିଜିଲାନ୍ସ ଟିମ୍ ଅଟକ ରଖି ପଚରାଉଚରା ଜାରି ରଖିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ