Masthead

୪୦ ଲକ୍ଷର କଫ୍ ସିରଫ ଜବତ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ୪୦ ଲକ୍ଷରୁ ଅଧିକ ଟଙ୍କାର କଫ୍ ସିରଫ ଜବତ । ନିଶା କାରବାର ବିରୋଧରେ ବଲାଙ୍ଗିର ପୋଲିସକୁ ବଡ଼ ସଫଳତା । ବଲାଙ୍ଗିର ସହରରୁ ୪୦ଲକ୍ଷରୁ ଅଧିକ ମୂଲ୍ୟର କଫ୍ ସିରଫ ଜବତ କରିଛି ପୋଲିସ । ଏହାସହ ୨ଟି ଦାମୀ ଗାଡି ଜବତ କରାଯାଇଛି । ଏହାସହ ରାଜ୍ୟ ଓ ରାଜ୍ୟ ବାହାରୁ ୩୫ଜଣଙ୍କୁ ଗିରଫ କରାଯାଇଛି । ଗତ କିଛି ଦିନ ହେବ ସହରରେ ଅପରାଧ ବଢି ଚାଲିଛି । ୨ ଦିନ ପୂର୍ବରୁ ଅପରାଧୀ ଟିମନର ଘର ଉପରେ ବୁଲଡୋଜର ଚଲାଇଥିଲା ପୋଲିସ । ତେବେ ଆଜି ୪୦ ଲକ୍ଷର କଫ ସିରଫ ଜବତ କରିବା ପରେ ଏକ ବଡ଼ ରାକେର୍ଟର ପର୍ଦ୍ଦାଫାଶ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା