୪୦ ଲକ୍ଷର କଫ୍ ସିରଫ ଜବତ

ବଲାଙ୍ଗିର (ବଡ଼ ଖବର ବ୍ୟୁରୋ): ୪୦ ଲକ୍ଷରୁ ଅଧିକ ଟଙ୍କାର କଫ୍ ସିରଫ ଜବତ । ନିଶା କାରବାର ବିରୋଧରେ ବଲାଙ୍ଗିର ପୋଲିସକୁ ବଡ଼ ସଫଳତା । ବଲାଙ୍ଗିର ସହରରୁ ୪୦ଲକ୍ଷରୁ ଅଧିକ ମୂଲ୍ୟର କଫ୍ ସିରଫ ଜବତ କରିଛି ପୋଲିସ । ଏହାସହ ୨ଟି ଦାମୀ ଗାଡି ଜବତ କରାଯାଇଛି । ଏହାସହ ରାଜ୍ୟ ଓ ରାଜ୍ୟ ବାହାରୁ ୩୫ଜଣଙ୍କୁ ଗିରଫ କରାଯାଇଛି । ଗତ କିଛି ଦିନ ହେବ ସହରରେ ଅପରାଧ ବଢି ଚାଲିଛି । ୨ ଦିନ ପୂର୍ବରୁ ଅପରାଧୀ ଟିମନର ଘର ଉପରେ ବୁଲଡୋଜର ଚଲାଇଥିଲା ପୋଲିସ । ତେବେ ଆଜି ୪୦ ଲକ୍ଷର କଫ ସିରଫ ଜବତ କରିବା ପରେ ଏକ ବଡ଼ ରାକେର୍ଟର ପର୍ଦ୍ଦାଫାଶ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’