Masthead

ଅଚିହ୍ନା ଶବ ଉଦ୍ଧାର

ବଲାଙ୍ଗୀର (ବଡ଼ ଖବର ବ୍ୟୁରୋ): ବଲାଙ୍ଗିର ଜିଲ୍ଲା ସଇଁତଲା ରେଲୱେ ଷ୍ଟେସନ ନିକଟରେ ଥିବା ଏକ ଗୋଦାମଘରୁ ମହିଳାଙ୍କ ମୃତଦେହ ଉଦ୍ଧାର ହୋଇଛି । ଦୀର୍ଘଦିନ ହେଲା ସଇଁତଲା ରେଲୱେ ଷ୍ଟେସନ ନିକଟ ଏକ ଗୋଦାମଘରେ ମହିଳା ଜଣକ ରହି ଆସୁଥିଲେ। ବାସଗୃହ ନ ଥିବାରୁ ସେ ସେଠାରେ ଆଶ୍ରୟ ନେଇଥିଲେ। ହେଲେ ହଠାତ୍ ତାଙ୍କ କୋଠରୀରୁ ଦୁର୍ଗନ୍ଧ ଆସିଥିଲା । ସ୍ଥାନୀୟ ଲୋକେ ସେଠାକୁ ଯାଇ ଦେଖିଲେ ମହିଳାଙ୍କର ଶବ ପଡିଛି । ଏନେଇ ସଇଁତଲା ପୋଲିସକୁ ସୂଚନା ଦେଇଥିଲେ। ପୋଲିସ ଓ ତହସିଲଦାର ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ କରିବା ପାଇଁ ଟିଟିଲାଗଡ ଡାକ୍ତରଖାନାକୁ ପଠାଇଛନ୍ତି । । ମୃତ ମହିଳାଙ୍କ ପରିଚୟ ମିଳିନାହିଁ । ପୋଲିସ ଅଧିକ ତଦନ୍ତ ଜାରି ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ ! 🔴 ପୁଣି ଅନଲାଇନରେ ମହାପ୍ରସାଦ ବିକ୍ରି 🔴 ସାଲାଇନ ଦେଉଛନ୍ତି ସଫେଇ କର୍ମଚାରୀ  🔴 ‘ପୋଲିସ ଷ୍ଟେଟମେଣ୍ଟ ବଦଳାଇଛି’ 🔴 ଉପ ମୁଖ୍ୟମନ୍ତ୍ରୀଙ୍କ ୨ଟି ଭୋଟର କାର୍ଡକୁ ନେଇ ରାଜନୀତି ସରଗରମ 🔴 ପୁଣି କରଞ୍ଜିଆରେ ହାତୀ ଭୟ 🔴 ଅନ୍ଧବିଶ୍ୱାସ ପାଇଁ ଗାଁ ଛାଡ଼ିଲେ ପରିବାର 🔴 ରାକ୍ଷୀ ପୂର୍ଣ୍ଣିମାରେ ବାଣିଜ୍ୟ ଓ ପରିବହନ ବିଭାଗର ଅଭିନବ ପ୍ରୟାସ 🔴 ଜମିବାଡ଼ି ପାଇଁ ମାଆର ଜୀବନ ନେଲା ପୁଅ 🔴 ୧୩ ରେ ଲଘୁଚାପ ! 🔴 ପୁଣି ଆସୁଛି ଲଘୁଚାପ !