Masthead

ବୋଲେରୋକୁ ଧକ୍କା ଦେଲା ଟ୍ରେନ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଛନ୍ତି କିଛି କର୍ମଚାରୀ। ବନ୍ଦରର ଏମସିଏଚପି ପ୍ଲଟ ନିକଟରେ ଏକ ବୋଲେରୋକୁ ଏକ କୋଇଲା ଟ୍ରେନ ଧକ୍କା ଦେବା ସହିତ ପାଖାପାଖି ୨୦ ମିଟରରୁ ଉର୍ଦ୍ଧ୍ବ ବାଟ ଘୋଷାଡି ନେଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ବୋଲେରୋ ଯାତ୍ରୀ ଓ ଡ଼୍ରାଇଭର। ଏମସିଏଚପି ବର୍ଥ ନିକଟ ରେଲୱେ ଲାଇନକୁ ଏକ ବୋଲେରୋ ପାସ୍ କରୁଥିବା ବେଳେ ଟ୍ରେନଟି ଧକ୍କା ଦେଇଥିଲା। ବୋଲେରୋ ଚାଳକଙ୍କ ଅନ୍ୟମନସ୍କତା କିମ୍ବା ଭୁଲ ବଶତଃ ଟ୍ରେନ ଗଡିଯିବାରୁ ଏଭଳି ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ତେବେ ବୋଲେରୋରେ ଥିବା ସମସ୍ତ କର୍ମଚାରୀ ସୁରକ୍ଷିତ ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା