Masthead

ବୋଲେରୋକୁ ଧକ୍କା ଦେଲା ଟ୍ରେନ

ପାରାଦୀପ (ବଡ଼ ଖବର ବ୍ୟୁରୋ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳରେ ଏକ ବଡ଼ ଅଘଟଣରୁ ଅଳ୍ପକେ ବର୍ତ୍ତିଛନ୍ତି କିଛି କର୍ମଚାରୀ। ବନ୍ଦରର ଏମସିଏଚପି ପ୍ଲଟ ନିକଟରେ ଏକ ବୋଲେରୋକୁ ଏକ କୋଇଲା ଟ୍ରେନ ଧକ୍କା ଦେବା ସହିତ ପାଖାପାଖି ୨୦ ମିଟରରୁ ଉର୍ଦ୍ଧ୍ବ ବାଟ ଘୋଷାଡି ନେଇଛି। ଅଳ୍ପକେ ବର୍ତ୍ତି ଯାଇଛନ୍ତି ବୋଲେରୋ ଯାତ୍ରୀ ଓ ଡ଼୍ରାଇଭର। ଏମସିଏଚପି ବର୍ଥ ନିକଟ ରେଲୱେ ଲାଇନକୁ ଏକ ବୋଲେରୋ ପାସ୍ କରୁଥିବା ବେଳେ ଟ୍ରେନଟି ଧକ୍କା ଦେଇଥିଲା। ବୋଲେରୋ ଚାଳକଙ୍କ ଅନ୍ୟମନସ୍କତା କିମ୍ବା ଭୁଲ ବଶତଃ ଟ୍ରେନ ଗଡିଯିବାରୁ ଏଭଳି ଘଟଣା ଘଟିଛି ତାହା ସ୍ପଷ୍ଟ ହୋଇନାହିଁ। ତେବେ ବୋଲେରୋରେ ଥିବା ସମସ୍ତ କର୍ମଚାରୀ ସୁରକ୍ଷିତ ଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ