Masthead

ବୋଲେରୋ ଟ୍ରକ ଦୁର୍ଘଟଣା , ୨ମୃତ ୨ଆହାତ

ବଙ୍ଗୋମୁଣ୍ଡା(ବଡ଼ ଖବର ବ୍ୟୁରୋ): ଖଡ଼ିଆଳ ରାସ୍ତାର ଫୁଗୁଡା ଛକ ନିକଟ ବୁଲାଣି ନିକଟରେ ବୋଲେରୋ- ଟ୍ରକ ଦୁର୍ଘଟଣା ଘଟିଛି ।୨ଜଣଙ୍କ ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଆହତ ହୋଇଛନ୍ତି । ଆହତଙ୍କୁ ବଙ୍ଗୋମୁଣ୍ଡା ଅଗ୍ନିଶମ ବିଭାଗର କର୍ମଚାରୀ ଉଦ୍ଧାର କରି କଣ୍ଟାବାଞ୍ଜି ସ୍ୱାସ୍ଥ୍ୟକେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିବା ଜଣାପଡିଛି ।

ଘଟଣାସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ମାରିଛି । ବୋଲେରୋଟି ବଙ୍ଗୋମୁଣ୍ଡା ପଟରୁ ଖଡ଼ିଆଳ ପଟକୁ ଯାଉଥିଲା ।ଖଡ଼ିଆଳ ପଟରୁ ଟ୍ରକ ଆସୁଥିବା ବେଳେ ଏହି ମର୍ମନ୍ତୁଦ ଘଟଣା ଘଟିଛି ।ମୃତକଙ୍କ ବର୍ତ୍ତମାନ ପର‌୍ୟ୍ୟନ୍ତ ପରିଚୟ ମିଳି ପାରିନଥିବା ବେଳେ ବଙ୍ଗୋମୁଣ୍ଡା ପୋଲିସ ଘଟଣା ସ୍ଥଳରେ ପହଁଚି ତଦନ୍ତ ଆରମ୍ଭ କରିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା