Masthead

ଓଲଟିବାରୁ ଅଳ୍ପକେ ବର୍ତ୍ତିଲା ବୋଲେରୋ

ଭଦ୍ରକ(ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇଛି ‘ୟାଶ’ର ଲ୍ୟାଣ୍ଡଫଲ ପ୍ରକ୍ରିୟା । ଆଗରୁ ଏହା ଭଦ୍ରକ ଧାମରାରେ ଲ୍ୟାଣ୍ଡଫଲ କରିବାକୁ ଥିବା ବେଳେ ଏବେ ବାଲେଶ୍ୱରରେ କରିବ ବୋଲି ପାଣିପାଗ ବିଭାଗ ତରଫରୁ ସୂଚନା ଦିଆଯାଇଛି । ତେବେ ଏହାର ପ୍ରଭାବ ଭଦ୍ରକରେ କାଲିଠାରୁ ଭୟଙ୍କର ଭାବେ ଆରମ୍ଭ ହୋଇଯାଇଛି । ପବନର କ୍ଷୀପ୍ରତା ଏତେ ରହିଛି ଯେ, ଏକ ବୋଲେରୋ ଓଲଟି ଯାଉ ଯାଉ ଅଳ୍ପକେ ବର୍ତ୍ତିଛି । ଭଦ୍ରକ ପୌରପାଳିକା ୧୮ନମ୍ବର ୱାର୍ଡ଼ରେ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ ।

ତେବେ ବୋଲେରୋ ଡ୍ରାଇଭର ସୁରକ୍ଷିତ ଥିବା ଜଣାପଡ଼ିଛି । ବର୍ଷା ଯୋଗୁ ରାସ୍ତାରେ ପାଣି ଜମିଥିଲା । ରାସ୍ତା ଜାଣି ନପାରିବା କାରଣରୁ ଏପରି ଘଟିଥିବା କୁହାଯାଉଛି । ତେବେ ସକାଳ ୯ଟାରୁ ବାତ୍ୟାର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଭଦ୍ରକ ଓ ବାଲେଶ୍ୱରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ । ସେହିପରି ମୟୁରଭଞ୍ଜରେ ମଧ୍ୟ ବାତ୍ୟାର ପ୍ରଭାବ ଦେଖିବାକୁ ମିଳିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା