୬୬ ବର୍ଷ ବୟସରେ ଆଖିବୁଜିଲେ ବଲିଉଡ ଅଭିନେତା ରିଓ କାପାଡ଼ିଆ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ):ମନୋରଞ୍ଚନ ଦୁନିଆରୁ ଆସିଛି ଏକ ଦୁଖଃଦ ଖବର । ବଲିଉଡ ଅଭିନେତା ରିଓ କାପାଡ଼ିଆଙ୍କ ପରଲୋକ ଘଟିଛି । ବଲିଉଡର ଅନେକ ହିଟ ଫିଲ୍ମରେ ଅଭିନୟ କରି ନିଜର ବଳିଷ୍ଠ ପ୍ରତିଭାର ପରିଚୟ ଦେଇଥିଲେ ରିଓ କାପାଡ଼ିଆ । ତାଙ୍କର ମୃତ୍ୟୁରେ ଫିଲ୍ମ ସହ ଜଡ଼ିତ ବହୁ ଅଭିନେତା, ଅଭିନେତ୍ରୀ, ପ୍ରଯୋଜକ, ନିଦେ୍ର୍ଦଶକ, ଟେକ୍ନିସିଆନ ଓ ଅଗଣିତ ପ୍ରଶଶଂକ ମାନେ ଗଭୀର ଶୋକବ୍ୟକ୍ତ କରିଛନ୍ତି ।

ରିଓ ‘ଚକ ଦେ ଇଣ୍ଡିଆ’, ‘ହାପି ନିୟୁ ଇୟର,’ ‘ମର୍ଦ୍ଦାନୀ’, ‘ଖୁଦା ହାପିଜ୍’, ‘ଦି ବିଗ ବୁଲ’, ଆଦି ଅନେକ ଫିଲ୍ମରେ ଅଭିନୟ କରିଥିଲେ । ନିକଟରେ ମେଡ୍ ଇନ ହେଭେନ-୨ର ଏକ ଏପିସୋଡରେ ନଜର ଆସିଥିଲେ ।ତେବେ ତାଙ୍କର ମୃତ୍ୟୁର ସଠିକ କାରଣ ଜଣାପଡିନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ