Masthead

ଚନ୍ଦ୍ରୟାନ-୩ ମିଶନର ସଫଳତା ପାଇଁ ଶୁଭେଚ୍ଛା ଜଣାଇଲା ବଲିଉଡ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆରମ୍ଭ ହୋଇସାରିଛି ଚନ୍ଦ୍ରୟାନ-୩ର ଲ୍ୟାଣ୍ଡିଂକୁ ନେଇ କାଉଣ୍ଟଡାଉନ । ଆଉ ମାତ୍ର କିଛି ସମୟର ଅପେକ୍ଷା । ଚନ୍ଦ୍ରରେ ଅବତରଣ କରିବ ଚନ୍ଦ୍ରୟାନ-୩ । ଏହି ଐତିହାସିକ ମୁହୂର୍ତ୍ତକୁ ଦେଖିବାକୁ ଅପେକ୍ଷା କରିଛି ସାରା ବିଶ୍ୱ । ଏଥିରୁ ବଲିଉଡ ବା ବାଦ ପଡିବ କେମିତି ।

ସାଧାରଣ ଲୋକଙ୍କଠାରୁ ଆରମ୍ଭ କରି ବଲିଉଡ ତାରକାମାନେ ମଧ୍ୟ ଏହି ସେଲିବ୍ରେସନ ସମୟରେ ସାମିଲ ହୋଇଛନ୍ତି । ଏଥିପାଇଁ ବଲିଉଡ ଅଭିନେତା ଅନୁପମ ଖେର, ଆର ମାଧବନ, କରୀନା କପୁର, ହେମା ମାଳିନୀଙ୍କ ସମେତ ଅନେକ ବଲିଉଡ ସେଲିବ୍ରେଟିମାନେ ଚନ୍ଦ୍ରୟାନ-୩ ମିଶନର ସଫଳତା ପାଇଁ ପ୍ରାର୍ଥନା କରିବା ସହ ଇସ୍ରୋ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ