Masthead

ବାଇକରୁ ବୋମା ପଡି ବିସ୍ଫୋରଣ

ଖଲ୍ଲିକୋଟ (ବଡ଼ ଖବର ବ୍ୟୁରୋ): ବାଇକରୁ ବୋମା ପଡି ବିସ୍ଫୋରଣ । ବିସ୍ଫୋରଣରେ ବାଇକ ଚାଳକ ମୃତ । ଆରୋହୀ ଗୁରୁତର । ଏଭଳି ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାର ଖଲ୍ଲିକୋଟ ସହରରେ । ଆଜି ସଂନ୍ଧ୍ୟାରେ ଥାଶୁଳା ଗାଁରୁ ଦୁଇଜଣ ଯୁବକ ନିଶାସକ୍ତ ହୋଇ ବାଇକରେ ନିକଟସ୍ଥ ପେଟ୍ରୋଲ ପମ୍ପକୁ ଯାଉଥିଲେ । ନିର୍ମଳଝର ଛକ ନିକଟରେ ବାଇକଟି ଦୁର୍ଘଟଣା ଗସ୍ତ ହୋଇଥିଲା । ସେମାନେ ଧରିଥିବା ବୋମା ତଳେ ପଡି ପ୍ରଚଣ୍ଡ ବିସ୍ଫୋରଣ ହୋଇଥିଲା ।

ଘଟଣାସ୍ଥଳରେ ମଣ୍ଟୁ ମହାରଣାଙ୍କ ମୃତ୍ୟୁ ହୋଇଥିବା ବେଳେ ବାଈକ ଆରୋହୀ ସିଲୁ ପାହାନ ଗୁରୁତର ହୋଇଥିଲେ । ତାଙ୍କୁ ଖଲ୍ଲିକୋଟ ଡାକ୍ତରଖାନାରେ ପ୍ରାଥମିକ ଚିକତ୍ସା କରାଯାଇ ବ୍ରହ୍ମପୁର ସ୍ଥାନାନ୍ତର କରାଯାଇଛି । ଖବର ପାଇ ଗଞ୍ଜାମ ଅତିରିକ୍ତ ଏସପି ଉକ୍ରଳ କେଶରୀ ଦାଶ, ଏସଡିପିଓ ଗୌତମ କିଶାନ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି । ଖଲ୍ଲିକୋଟ ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା