Masthead

ବିଧାୟକଙ୍କ ଗାଡି ଉପରକୁ ବୋମାମାଡ

କେନ୍ଦୁଝର(ବଡ଼ ଖବର ବ୍ୟୁରୋ):  କେନ୍ଦୁଝର ବିଧାୟକଙ୍କୁ ବୋମାମାଡ । ବିଧାୟକ ମୋହନ ମାଝୀଙ୍କୁ ଗାଡି ଉପରକୁ ବୋମାମାଡ ହୋଇଛି । କେନ୍ଦୁଝର ଟାଉନ ଥାନା ଅନ୍ତର୍ଗତ ମଣ୍ଡୁଆ ନିକଟରେ ବୋମାମାଡ ହୋଇଛି । ତେବେ ବିଧାୟକଙ୍କ ଗାଡି ସମାନ୍ୟ କ୍ଷତିଗ୍ରସ୍ତ ହୋଇଥିବା ବଳେ ବିଧାୟକ ସୁରକ୍ଷିତ ଅଛନ୍ତି ।

ବିଧାୟକଙ୍କ କହିବା ଅନୁଯାୟୀ, ସେ ଭରତୀୟ ମଜଦୁର ସଂଘର ରାଜ୍ୟ କାର୍ଯ୍ୟକାରିଣୀ ବୈଠକରେ ଅତିଥି ଭାବେ ଯୋଗ ଦେଇଥିଲେ । ଦିନ ୧୧ଟା ୪୦ ପର୍ଯ୍ୟନ୍ତ ବୈଠକରେ ଥିଲେ । ତେବେ ୧୨ ଟା ପାଖାପାଖି ଏକ ଗାଡିରେ ଦୁର୍ବୃତ୍ତ ମାନେ ଆସି ତାଙ୍କ ଗାଡି ଉପରକୁ ବୋମାମାଡ କରିଥିଲେ । ବିଧାୟକ ମୋହନ ମାଝୀଙ୍କ ଗାଡି ସାମ୍ନାରେ ବୋମା ବାଜିଥିଲା ।

ସୂଚନା ଅନୁଯାୟୀ ବୋମାମାଡ କରିଥିବା ଦୁଇ ଦୁର୍ବୃତ୍ତଙ୍କୁ ଧରିବାକୁ ବିଧାୟକଙ୍କ ପିଏସଓ ଗାଡିରୁ ଓହ୍ଲାଇ ପିଛା କରିଥିଲେ । କିନ୍ତୁ ସେମାନେ ବାଇକରେ ବସି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ । ଏହା ପରେ ବିଧାୟକ ତାଙ୍କୁ ପିଛା କରିଥିଲେ । ହେଲେ ସେମାନଙ୍କୁ ଧରି ପାରି ନଥିଲେ । ପରେ ବିଧାୟକ ମୋହନ ମାଝୀ କେନ୍ଦୁଝର ଟାଉନ ଥାନାରେ ଆସି ଅଭିଯୋଗ କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି