Masthead

ପୂର୍ବତନ ମେୟରଙ୍କ ଗାଡ଼ିକୁ ବୋମା ମାଡ଼, ଅଳ୍ପକେ ବର୍ତ୍ତିଲେ ଶିବଶଙ୍କର

ଗଞ୍ଜାମ (ବଡ଼ ଖବର ବ୍ୟୁରୋ): ବ୍ରହ୍ମପୁର ପୂର୍ବତନ ମେୟରଙ୍କ କାରକୁ ବୋମାମାଡ଼ । ବୋମାମାଡ଼ କଲେ ୨ ଦୁର୍ବୃତ୍ତ । ଶିବଶଙ୍କର ଦାଶ ଓରଫ ପିଣ୍ଟୁଙ୍କ ଗାଡ଼ିକୁ ବୋମାମାଡ଼ । ଗୋଷାଣି ନୂଆଗାଁ ବଡ଼ସାହି ମଠ ମନ୍ଦିର ନିକଟରେ ଆକ୍ରମଣ । ବୋମାମାଡ଼ରେ ଭାଙ୍ଗିଲା କାର୍ । ପିଣ୍ଟୁ ଦାସ ବ୍ୟକ୍ତିଗତ କାମ ସାରି ଘରକୁ ଫେରୁଥିବା ବେଳେ ଗୋଷାଣୀନୂଆ ଗାଁ ବଡ଼ ସାହି ନିକଟରେ କିଛି ଯୁବକ ତାଙ୍କ ଗାଡ଼ି ଉପରକୁ ବୋମାମାଡ କରି ସେଠାରୁ ଫେରାର ହୋଇଯାଇଛନ୍ତି । ଗାଡ଼ିର ସମ୍ମୁଖରେ ମାଡ଼ ହୋଇଥିଲେ ହେଁ ପିଂଟୁଙ୍କ କିଛି କ୍ଷତି ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା