Masthead

ବେଙ୍ଗାଲୁରୁର ରମେଶ୍ୱରମ୍ କାଫେରେ ବିସ୍ଫୋରଣ , 4 ଆହତ

ବେଙ୍ଗାଲୁରୁ (ବଡ଼ ଖବର ବ୍ୟୁରୋ): ବେଙ୍ଗାଲୁରୁର ଲୋକପ୍ରିୟ ରମେଶ୍ୱରମ୍ କାଫେରେ ବିସ୍ଫୋରଣ, ୪ ଜଣ ଆହତ । ଏକ ସନ୍ଦେହ ଜନକ ବ୍ୟାଗରୁ ବିସ୍ଫୋରଣ ହେଇଥିବାବେଳେ ଏଥିରେ ତିନି ହୋଟେଲ କର୍ମଚାରୀ, ଜଣେ ଗ୍ରାହକ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଥିବା ସେଠାରେ ଉପସ୍ଥିତ ଥିବା ଅଧିକାରୀମାନେ କହିଛନ୍ତି। ରିପୋର୍ଟରେ ଦର୍ଶାଯାଇଛି ଯେ ଏକ ବ୍ୟାଗରେ ରଖାଯାଇଥିବା ଏକ ବସ୍ତୁ ରାତି ପ୍ରାୟ ୧ ଟାରେ ବିସ୍ଫୋରଣ ହୋଇଥିଲା।

ପୋଲିସ ଅଧିକାରୀ କହିଛନ୍ତି ଯେ ଫରେନସିକ୍ ଟିମ୍ ସାମଗ୍ରୀ ସଂଗ୍ରହ କରୁଛନ୍ତି ଏବଂ ପରୀକ୍ଷଣ ପରେ ବିସ୍ଫୋରଣର ପ୍ରକୃତ କାରଣ ସ୍ଥିର ହେବ। ଆହତ ବ୍ୟକ୍ତିଙ୍କୁ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି ବୋଲି ଗୃହମନ୍ତ୍ରୀ ମଧ୍ୟ କହିଛନ୍ତି। ଘଟଣା ସ୍ତଳରେ ପୋଲିସ ଅଧିକାରୀ, ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ କରିଥିଲେ । କେମିତି ବସ୍ଫରଣ ହେଲା ଏନେଇ ପୋଲିସ ନିକଟସ୍ଥ ସିସିଟିଭି ଫୁଟେଜ ଯାଞ୍ଚ କରୁଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ